କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୩୪ ହାଜର ୧୫୪ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୩୪ ହଜାର ୧୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୮୮୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୪ ଲକ୍ଷ ୪୧ ହଜାର ୯୮୬ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୩ ଲକ୍ଷ ୫୮୯ ହଜାର ୮୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୭ ଲକ୍ଷ ୧୩ ହଜାର ୪୧୩ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ସ୍ବାସ୍ଥ୍ୟ, ଆକ୍ରାନ୍ତଙ୍କ ମୃତ୍ୟୁ, କରୋନା ଅପଡେଟ୍, କରୋନା ପଜିଟିଭ, ଚିହ୍ନଟ ହେଲେThe Samikhsya Odia

Leave a Reply

Your email address will not be published. Required fields are marked *