ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ପାଇଁ ପ୍ରସ୍ତୁତି ଆରମ୍ଭ: ୧୫ ଦିନରେ ଗଠନ ହେବ ବିଶେଷଜ୍ଞ କମିଟି

ଭୁବନେଶ୍ବର: ଯୁକ୍ତ ୨ ପରୀକ୍ଷା ମୂଲ୍ୟାୟନ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ୧୫ ଦିନ ଭିତରେ ଏନେଇ ଏକ ବିଶେଷଜ୍ଞ ଟିମ ଗଠନ ହେବ। ବିଶେଷଜ୍ଞ କମିଟିରେ ବିଶିଷ୍ଠ ଶିକ୍ଷାବିତ ଓ ସିଏଚଏସଇ କର୍ତ୍ତୁପକ୍ଷ  ରହିବେ। ସିବିଏସଇ କିଭଳି ଭାବେ ଦ୍ଵାଦଶ ପରୀକ୍ଷା ମୂଲ୍ୟାୟନ କରୁଛି, ତାହା ଉପରେ ତର୍ଜମା କରି ବିଶେଷଜ୍ଞ କମିଟି ନିଷ୍ପତ୍ତି ନେବ। ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସୂଚନା ଦେଇଛନ୍ତି।

Read Moreଆଜିର ଖବର, ରାଜ୍ୟ ଖବର, ବିଶେଷଜ୍ଞ କମିଟି, ମୂଲ୍ୟାୟନ, ଯୁକ୍ତ ୨ ପରୀକ୍ଷାThe Samikhsya Odia

Leave a Reply

Your email address will not be published. Required fields are marked *