କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧ ଲକ୍ଷ ୧୪ ହାଜର ୪୬୦ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୪ ହଜାର ୪୬୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୬୭୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୮୮ ଲକ୍ଷ ୯ ହଜାର ୩୩୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୬ ହଜାର ୭୫୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୯ ଲକ୍ଷ ୮୪ ହଜାର ୭୮୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୪ ଲକ୍ଷ ୭୭ ହଜାର ୭୯୯ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ସ୍ବାସ୍ଥ୍ୟ, ଆକ୍ରାନ୍ତଙ୍କ ମୃତ୍ୟୁ, କରୋନା ଅପଡେଟ୍, ଚିହ୍ନଟ ହେଲେThe Samikhsya Odia

Leave a Reply

Your email address will not be published. Required fields are marked *