ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଓଡିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଏହି ସୂଚନା ଦେଇଛି । । ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟ ଛୁଇଁବ ମୌସୁମୀ । ଆଜି କିଛି ଅଞ୍ଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ ଓଡିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି । ଲଘୁଚାପ ଯୋଗୁଁ ଆଜି ଅନେକ ଅଞ୍ଚଳରେ ବର୍ଷା ହେବ । ୧୧ ତାରିଖରେ ସବୁଠାରୁ ବେଶି ବର୍ଷା ହେବା ନେଇ ଆକଳନ କରାଯାଇଛି ।

The post ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ appeared first on TakshakTV.

Read MoreBig Story, Trending NewsTakshakTV

Leave a Reply

Your email address will not be published. Required fields are marked *