କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୪ ହାଜର ୫୨ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୪ ହଜାର ୫୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬ ହଜାର ୧୪୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୧ ଲକ୍ଷ ୮୩ ହଜାର ୧୨୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୫୯ ହଜାର ୬୭୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୬ ଲକ୍ଷ ୫୫ ହଜାର ୪୯୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୧ ଲକ୍ଷ ୬୭ ହଜାର ୯୫୨ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ସ୍ବାସ୍ଥ୍ୟ, କରୋନା ଅପଡେଟ୍, ପଜିଟିଭ ଚିହ୍ନଟThe Samikhsya Odia

Leave a Reply

Your email address will not be published. Required fields are marked *