କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୧ ହାଜର ୭୦୨ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୧ ହଜାର ୭୦୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୪୦୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୯୨ ଲକ୍ଷ ୭୪ ହଜାର ୮୨୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୬୩ ହଜାର ୭୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୭ ଲକ୍ଷ ୮୦ ହଜାର ୭୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୧ ଲକ୍ଷ ୨୧ ହଜାର ୬୭୧ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, କରୋନା ଅପଡେଟ୍, କରୋନା ପଜିଟିଭThe Samikhsya Odia

Leave a Reply

Your email address will not be published. Required fields are marked *