ଭିସୁଟ୍ କୁଳପତି ଭାବେ ନିଯୁକ୍ତି ପାଇଲେ ପ୍ରଫେସର ବଂଶୀଧର ମାଝୀ

ଭୁବନେଶ୍ବର: ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ନୂତନ କୁଳପତି ଭାବେ ପ୍ରଫେସର ବଂଶୀଧର ମାଝୀ ନିଯୁକ୍ତି ପାଇଛନ୍ତି। ନୂତନ କୁଳପତିଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନିଯୁକ୍ତି ଦେଇଛନ୍ତି। ୩ ବର୍ଷ ପାଇଁ କୁଳପତି ଭାବେ ପ୍ରଫେସର ବଂଶୀଧର ମାଝୀଙ୍କୁ ରାଜ୍ୟପାଳ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନ କାଞ୍ଚିପୁରମ ଆଇଆଇଆଇଟିଡିଏମର ନିର୍ଦ୍ଦେଶକ ଭାବେ ପ୍ରଫେସର ମାଝୀ କାର୍ଯ୍ୟ ତୁଲାଉଛନ୍ତି।

Read Moreଆଜିର ଖବର, ରାଜ୍ୟ ଖବର, କୁଳପତି, ପ୍ରଫେସର ବଂଶୀଧର ମାଝୀ, ଭିସୁଟ୍ କୁଳପତିThe Samikhsya Odia

Leave a Reply

Your email address will not be published. Required fields are marked *