ଧୀରେଧୀରେ ଖସୁଛି କରୋନା ଗ୍ରାଫ୍, ତିନି ହଜାର ତଳକୁ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, ରାଜ୍ୟରେ ଧିରେଧିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ସଦ୍ୟତମ ସୂଚନା ଅନୁସାରେ ଗତ 24 ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୨,୮୦୩ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ  କ୍ୱାରେଣ୍ଟାଇନରୁ ୧୫ଶହ ୯୭ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୧୨ଶହ ୬ଟି । ଗତକାଲି ରାଜ୍ୟରୁ ୨ ହଜାର ୮୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

Read Moreଆଜିର ଖବର, ରାଜ୍ୟ ଖବର, ଓଡିଶାର କରୋନା ଆକ୍ରାନ୍ତ, କରୋନାThe Samikhsya Odia

Leave a Reply

Your email address will not be published. Required fields are marked *