କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୯ ହଜାର ୩୯୬ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୯ ହଜାର ୩୯୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୭୨୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୫ ଲକ୍ଷ ୮୫ ହଜାର ୨୨୯ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨ ହଜାର ୭୨୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୭ ଲକ୍ଷ ୪୩୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୮୨ ହଜାର ୭୧ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ସ୍ବାସ୍ଥ୍ୟ, କରୋନାଜନିତ ମୃତ୍ୟୁ, କରୋନା ଅପଡେଟ୍, କରୋନା ପଜିଟିଭ, ଚିହ୍ନଟ ହେଲେThe Samikhsya Odia

Leave a Reply

Your email address will not be published. Required fields are marked *