କରୋନା ଅପଡେଟ୍: ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୪୫ ହଜାର ୮୯୨ ଆକ୍ରାନ୍ତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୫ ହଜାର ୮୯୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮୧୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୭ ଲକ୍ଷ ୯ ହଜାର ୫୫୭ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୨୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୮ ଲକ୍ଷ ୪୩ ହଜାର ୮୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୬୦ ହଜାର ୭୦୪ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ସ୍ବାସ୍ଥ୍ୟ, କରୋନା ଅପଡେଟ୍, କରୋନା ପଜିଟିଭ, ଚିହ୍ନଟ ହେଲେThe Samikhsya Odia

Leave a Reply

Your email address will not be published. Required fields are marked *