ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୮୨: ସୁସ୍ଥ ହେଲେ ୧୭୫ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୮୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୫୪ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୮ ହଜାର ୭୬୭ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୯୫ ହଜାର ୮୯୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨ ହଜାର ୬୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୭୮୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Read Moreଆଜିର ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, କରୋନା ଆକ୍ରାନ୍ତ, ଭୁବନେଶ୍ବର, ସୁସ୍ଥ ହେଲେThe Samikhsya Odia

Leave a Reply

Your email address will not be published. Required fields are marked *