ସବୁ ସ୍ଥାନରେ ସତ୍ ଲୋକ ଥାଆନ୍ତି ବୋଲି ବିଶ୍ବାସ କରନ୍ତୁ ନାହିଁ, ଆଚାର୍ଯ୍ୟ ଚାଣକ୍ୟ

ନୂଆଦିଲ୍ଲୀ: ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ସତ୍ ଲୋକଙ୍କର ସଜ୍ଞା ନିରୂପଣ କରିଛନ୍ତି। ସେ କହିଛନ୍ତି ଯେ, ଆପଣ କେବେବି ଭାନ୍ତୁ ନାହିଁ ସବୁ ସ୍ଥାନରେ ସତ ଲୋକେ ଥିବେ। ଚାଣକ୍ୟ କେତେକ ଉଦାହରଣ ପ୍ରଦାନ କରିଛନ୍ତି। ମାଣିକ ହେଉଛି ଏକ ମୂଲ୍ୟବାନ ପଥର ଯାହା ପାହାଡରେ ଥାଏ। ହେଲେ ସବୁ ପାହଡରେ ମାଣିକ ମିଳେ ନାହିଁ। ସେହିପରି ମୋତି ହେଉଛି ଏକ ଜୀବଜ ପଦାର୍ଥ। ଏହା ଶାମୁକାରୁ ମିଳିଥାଏ। ହେଲେ ସବୁ ଶାମୁକାରୁ ମୋତି ମିଳି ନ ଥାଏ। ଚନ୍ଦନ କାଠରୁ କେବଳ ଚନ୍ଦନ ବାହାରିବ, ହେଲେ ସବୁ କାଠରୁ ଚନ୍ଦନ ବାହାରିବ ନାହିଁ।

ସେଥିପାଇଁ ଯେ କୌଣସି ବ୍ୟକ୍ତି ସତ୍, ଭଦ୍ର, ଶିକ୍ଷିତ, ଜ୍ଞାନୀ, ଚରିତ୍ରବାନ, ଧର୍ମପରାୟଣ, ମାର୍ଜିତ ହୋଇଥିବ ବୋଲି କେବେ ଭାବିବେ ନାହିଁ।

Read Moreଆଜିର ଖବର, ଜାତୀୟ ଖବର, ଜୀବନ ଶୈଳୀ, ଧର୍ମ, ସଂସ୍କୃତି, ଆଚାର୍ଯ୍ୟ ଚାଣକ୍ୟ, ଚାଣକ୍ୟ ନୀତି, ମାଣିକ, ସଜ୍ଞା ନିରୂପଣ, ସତ୍ ଲୋକThe Samikhsya Odia

Leave a Reply

Your email address will not be published. Required fields are marked *