କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟାରେ ୩୮ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୮ ହଜାର ୩୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୦ ଲକ୍ଷ ୩୬ ହଜାର ୫୧୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୯ ହଜାର ୧୯୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୨ ଲକ୍ଷ ୨୦ ହଜାର ୯୮୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୬ ହଜାର ୩୫୧ ଆକ୍ଟିଭ୍‌ କେସ୍ ରହିଛି।

Read Moreଆଜିର ଖବର, ଜାତୀୟ ଖବର, ରାଜ୍ୟ ଖବର, ସ୍ବାସ୍ଥ୍ୟ, ଆକ୍ରାନ୍ତ ଚିହ୍ନଟ, କରୋନାଜନିତ ମୃତ୍ୟୁ, କରୋନା ଅପଡେଟ୍The Samikhsya Odia

Leave a Reply

Your email address will not be published. Required fields are marked *